ଦାଦନ ପାଇଁ ବଲାଙ୍ଗୀର ପ୍ରଥମ

ଦାଦନ ପାଇଁ ବଲାଙ୍ଗୀର ପ୍ରଥମ

ଭୁବନେଶ୍ୱର : ରାଜ୍ୟରେ ବଢ଼ୁଛି ଦାଦାନ ଶ୍ରମିକଙ୍କ ସଂଖ୍ୟା । ରାଜ୍ୟ ବାହାରଙ୍କୁ ଯାଇ କାମ କରୁଥିବା ଓଡ଼ିଆଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗୋଟିଏ ବର୍ଷରେ ଏହି ସଂଖ୍ୟା ୨୨ ହଜାର ପର୍ଯ୍ୟନ୍ତ ବଢ଼ିଛି । ୨୦୨୪ରେ ରାଜ୍ୟ ବାହାରକୁ ଯାଇ କାମ କରୁଥିବା ଓଡ଼ିଆ ଦାଦନ ଶ୍ରମିକ ସଂଖ୍ୟା ୭୦,୧୪୨ ଥିଲା । ୨୦୨୫ରେ ଆର୍ଥିକ ବର୍ଷରେ ଏହି ସଂଖ୍ୟା ୯୪,୧୦୬ରେ ପହଞ୍ଚିଛନ୍ତି । ଯାହା ବର୍ଷକରେ ୨୨ ହଜାର ବୃଦ୍ଧି ପାଇଛି । ଭୋଗରାଇ ବିଜେଡ଼ି ବିଧାୟକ ଗୌତମବୁଦ୍ଧ ଦାସଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ।

ସମ୍ବନ୍ଧିତ ଖବର ଆଜି ନାମାଙ୍କନ ଭରିବେ ୫ ରାଜ୍ୟସଭା ପ୍ରାର୍ଥୀ

 

ସମ୍ବନ୍ଧିତ ଖବର ଭକ୍ତ ଦାସଙ୍କ ସହ ଫୋନରେ ଏବଂ ବିଜୟ ମହାପାତ୍ରଙ୍କୁ ଭେଟିଲେ ଦିଲ୍ଲୀପ ରାୟ

Tags: