ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା

କଟକ : ଚଳିତବର୍ଷ କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା କରାଯାଇଛି। ଏ ନେଇ କଟକ ଜିଲ୍ଲାପାଳ ନିର୍ଦେଶାନାମା ଜାରି କରିଛନ୍ତି। ନଭେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ। ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି। ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ପଡିଆକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା […]

ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା
Samaya Live Picture
Published On

କଟକ : ଚଳିତବର୍ଷ କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା କରାଯାଇଛି। ଏ ନେଇ କଟକ ଜିଲ୍ଲାପାଳ ନିର୍ଦେଶାନାମା ଜାରି କରିଛନ୍ତି। ନଭେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ। ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି। ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ପଡିଆକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ବାଲିଯାତ୍ରା ପଡିଆର ୫ କିଲୋମିଟର ପରିଧି ପାଇଁ କଟକଣା ଜାରି କରାଯାଇଛି। ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାଓ୍ବାର ହ୍ୟାଙ୍ଗ ଗ୍ଲାଇଡର୍ସ, ମାଇକ୍ରୋ ଲାଇଟ୍,ଏୟାରକ୍ରାଫ୍ଟ, ହଟ୍ ଏୟାର ବେଲୁନ୍, ୟୁଏଭି ଏବଂ ଡ୍ରୋନ୍ ଉଡାଣ ମନା କରାଯାଇଛି। ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି।

Tags: