ଭୁବନେଶ୍ୱର-ଦୁବାଇ ବିମାନ ଉଡାଣ ବାତିଲ
By: Samaya Live News
ଭୁବନେଶ୍ୱର : ଭୁବନେଶ୍ବର-ଦୁବାଇ ବିମାନ ବାତିଲ୍ । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ବିମାନ ସେବା ବାତିଲ ହୋଇଥିବା ନେଇ ସୂଚନା ଦେଲେ ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ। ଆଜି ମଧ୍ୟ ଦୁବାଇକୁ ଉଡ଼ିବାକୁ ଥିବା ବିମାନ ବାତିଲ୍ ହୋଇଛି । ବୁଧବାର ଦୁବାଇକୁ ବିମାନ ଉଡ଼ିବ କି ନାହିଁ କାଲିର ସ୍ଥିତି ଦେଖି ନିଷ୍ପତ୍ତି' । କାଲି ଅପଡେଟ୍ ମିଳବା ପରେ ଦୁବାଇ ବିମାନକୁ ନେଇ ନିଷ୍ପତ୍ତି' ।
ସମ୍ବନ୍ଧିତ ଖବର ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
Tags:



