୨୦ ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ

୨୦ ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ

ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ୨୦ ତାରିଖରେ ହେବ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ । ୧୯ ତାରିଖରେ ହେବ ନାମାଙ୍କନ ଦାଖଲ । ୧୯ ତାରିଖ ଅପରାହ୍ନ ୨ଟାରୁ ୪ଟା ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ । ଅପରାହ୍ନ ୪ଟାରୁ ୫ଟା ନାମାଙ୍କନ ଯାଞ୍ଚ ଏବଂ ୫ଟାରୁ ୬ଟା ନାମାଙ୍କନ ପ୍ରତ୍ୟାହାର ସମୟ ରହିଛି । ୨୦ ତାରିଖରେ ଘୋଷଣା ହେବ ସଭାପତିଙ୍କ ନାଁ । ବର୍ତ୍ତମାନ କାର୍ଯ୍ୟକାରୀ ଅଧ୍ୟକ୍ଷ ଅଛନ୍ତି ନୀତିନ ନବୀନ ।

ସମ୍ବନ୍ଧିତ ଖବର ନୟାପଲ୍ଲୀ ବବ୍ଲୁ ହତ୍ୟାକାଣ୍ଡ,୫ ଗିରଫ

Tags: