ନୂଆ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବବି ଦାସ
ଭୁବନେଶ୍ୱର : ଓଡ଼ିଶା ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏଥିସହ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଶ୍ରୀ ଦାସ ଅଭିନନ୍ଦନ ଜଣାଇଛନ୍ତି। ବିଜେପି ବିଧାୟକ ଦଳ ବୈଠକରେ ମନୋନୀତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ମୋର ଶୁଭେଚ୍ଛା ଜଣାଉଛି। […]
ଭୁବନେଶ୍ୱର : ଓଡ଼ିଶା ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏଥିସହ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଶ୍ରୀ ଦାସ ଅଭିନନ୍ଦନ ଜଣାଇଛନ୍ତି।
ବିଜେପି ବିଧାୟକ ଦଳ ବୈଠକରେ ମନୋନୀତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଓଡ଼ିଶାବାସୀଙ୍କ ଆଶା ଓ ଆକାଂକ୍ଷା ପୂରଣ ଦିଗରେ ନୂଆ ନେତୃତ୍ଵ କାର୍ଯ୍ୟ କରିବେ ବୋଲି ମୋର ଆଶା।
— Pranab Prakash Das (@pranabpdas) June 11, 2024
ଟ୍ୱିଟ୍ କରି ଶ୍ରୀ ଦାସ କହିଛନ୍ତି ଯେ ଓଡିଶାବାସୀଙ୍କ ଆଶା, ଆକାଂକ୍ଷା ପୂରଣ କରିବାରେ ନୂଆ ନେତୃତ୍ୱ କାର୍ଯ୍ୟ କରିବ ବୋଲି ମୋର ଆଶା।




