ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଟିଟିଲାଗଡ଼ : ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର Iବଲାଙ୍ଗୀର ଜିଲ୍ଲା ସଇଁତଲା ରେଳଷ୍ଟେସନ ପାଖ ରେଳ ଫାଟକର ୧୦୦ ମିଟର ଦୂରରୁ ମୃତଦେହ ଉଦ୍ଧାର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ ହେଇଥିବା ଜଣାପଡ଼ିଛି । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଦେଖାଯାଇଥିଲା ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ତେବେ I ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡି ନଥିବାବେଳେ ପୋଲିସ ଘଟଣାର ତଦନ୍ତ କରୁଛି […]

Samaya Live Picture
Published On

ଟିଟିଲାଗଡ଼ : ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର Iବଲାଙ୍ଗୀର ଜିଲ୍ଲା ସଇଁତଲା ରେଳଷ୍ଟେସନ ପାଖ ରେଳ ଫାଟକର ୧୦୦ ମିଟର ଦୂରରୁ ମୃତଦେହ ଉଦ୍ଧାର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ ହେଇଥିବା ଜଣାପଡ଼ିଛି । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଦେଖାଯାଇଥିଲା ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ତେବେ I ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡି ନଥିବାବେଳେ ପୋଲିସ ଘଟଣାର ତଦନ୍ତ କରୁଛି ।

Tags: