ଫେବୃଆରୀ ୧୩ରୁ ବଜେଟ୍‌ ଅଧିବେଶନ

ଭୁବନେଶ୍ବର:ଆଗାମୀ ମାସ ଅର୍ଥାତ ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍‌ ଅଧିବେଶନ। ଫେବୃଆରୀ ୧୩ରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ବଜେଟ୍‌ ଅଧିବେଶନ ଚାଲିବ। ଏନେଇ ଆଜି ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଫେବୃଆରୀ ୧୩ରୁ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ୍‌ ଅଧିବେଶନ। ଫେବୃଆରୀ ୧୭ରେ ଆସିବ ରାଜ୍ୟ ବଜେଟ। ୨୦୨୫-୨୦୨୬ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ଫେବୃଆରୀ ୨୨ରୁ ମାର୍ଚ୍ଚ […]

Samaya Live Picture
Published On

ଭୁବନେଶ୍ବର:ଆଗାମୀ ମାସ ଅର୍ଥାତ ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍‌ ଅଧିବେଶନ। ଫେବୃଆରୀ ୧୩ରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ବଜେଟ୍‌ ଅଧିବେଶନ ଚାଲିବ। ଏନେଇ ଆଜି ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ଫେବୃଆରୀ ୧୩ରୁ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ୍‌ ଅଧିବେଶନ। ଫେବୃଆରୀ ୧୭ରେ ଆସିବ ରାଜ୍ୟ ବଜେଟ। ୨୦୨୫-୨୦୨୬ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ବନ୍ଦ ରହିବ ଅଧିବେଶନ। ପୁଣି ମାର୍ଚ୍ଚ ୭ରୁ ଏପ୍ରିଲ ୫ଯାଏ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ।

Tags: