ସରିଲା କ୍ୟାବିନେଟ,୧୨ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର

ସରିଲା କ୍ୟାବିନେଟ,୧୨ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର : ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ୧୦ଟି ବିଭାଗର ୧୨ଟି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ଜାତୀୟ ଢାଞ୍ଚାରେ ହେବ ନୀତି। ସେହିପରି ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର ହୋଇଛି । ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି । ମାର୍ଚ୍ଚ ଯାଏଁ ଦୁବାଇ, ସିଙ୍ଗାପୁରକୁ ବିମାନ ଉଡାଣ ଜାରି ରହିବ। ପରବର୍ତ୍ତୀ ସମୟରେ ଏହି ସେବା ଚାଲୁ ରହିବ କି ନାହିଁ ତାହା ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ ।  

ସମ୍ବନ୍ଧିତ ଖବର ଓମଫେଡ ବୁଥରେ ଗୁଟଖା ବିକ୍ରି ମନା

Tags: