ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ
ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ବସିବ ବର୍ଷର ପ୍ରଥମ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ ଟା ବେଳେ ବୈଠକ ଅନୁଷ୍ଠିତ ହେବ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର । ଚାଷୀଙ୍କ ବାବଦରେ ବଡ଼ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର ।

Tags: