ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ
Samaya Live News Picture
Published On

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ବୁଧବାର ସଂଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ବାଜିପାରେବୋଲି ସୂଚନା ମିଳିଛି । ତେବେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

 

Tags: