ଶୈବ ପୀଠରେ ବ୍ୟାନ ହେଲା ଗଞ୍ଜେଇ
ଭୁବନେଶ୍ୱର : ଏଣିକି ରଜ୍ୟରେ ଶୈବପୀଠ ମାଙ୍କରେ ନିଷେଧ ହେଲା ଗଞ୍ଜେଇ । ଶୈବପୀଠ ମାନଙ୍କରେ ଗଞ୍ଜେଇ ବ୍ୟବହାର ନିଷେଧ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖି ପଦକ୍ଷେପ ନେବା ପାଇଁ କୁହାଯାଇଛି। ଗଞ୍ଜେଇ ବ୍ୟବହାର ବନ୍ଦ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି […]
ଭୁବନେଶ୍ୱର : ଏଣିକି ରଜ୍ୟରେ ଶୈବପୀଠ ମାଙ୍କରେ ନିଷେଧ ହେଲା ଗଞ୍ଜେଇ । ଶୈବପୀଠ ମାନଙ୍କରେ ଗଞ୍ଜେଇ ବ୍ୟବହାର ନିଷେଧ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖି ପଦକ୍ଷେପ ନେବା ପାଇଁ କୁହାଯାଇଛି। ଗଞ୍ଜେଇ ବ୍ୟବହାର ବନ୍ଦ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
Tags:




