ଓଡ଼ିଶାର ପର୍ଯ୍ୟଟନ ବିକାଶ ପାଇଁ ମିଳିବ କେନ୍ଦ୍ରୀୟ ସହାୟତା -ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ I ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଜେଟରେ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓଡ଼ିଶାକୁ ଗୁରୁତ୍ୱ ଦେଇଛନ୍ତି । ସେ କହିଛନ୍ତି,ପ୍ରାକୃତିକ ଶୋଭାରେ ସମୃଦ୍ଧ ଓଡ଼ିଶାର ମନ୍ଦିର,ବନ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମି ଗୁଡିକ ପର୍ଯ୍ୟଟନର ମୁଖ୍ୟ ଆଧାର ହୋଇଥିବାରୁ ଏଥିପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ । ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରାଯିବ […]

Samaya Live Picture
Published On

ନୂଆଦିଲ୍ଲୀ: ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ I ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଜେଟରେ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓଡ଼ିଶାକୁ ଗୁରୁତ୍ୱ ଦେଇଛନ୍ତି । ସେ କହିଛନ୍ତି,ପ୍ରାକୃତିକ ଶୋଭାରେ ସମୃଦ୍ଧ ଓଡ଼ିଶାର ମନ୍ଦିର,ବନ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମି ଗୁଡିକ ପର୍ଯ୍ୟଟନର ମୁଖ୍ୟ ଆଧାର ହୋଇଥିବାରୁ ଏଥିପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ । ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରାଯିବ । ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଓଡ଼ିଶାକୁ ଆର୍ଥିକ ସହାୟତା ପ୍ରଦାନ କରିବେ କେନ୍ଦ୍ର ସରକାର।

Tags: