ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ଗସ୍ତରେ ଆସିବେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ଅମିତ ଶାହା । ଆସନ୍ତା ନଭେମ୍ବର ୨୯ ରେ ଆୟୋଜିତ ହେବାକୁ ଥିବା ଡିଜିପି କନଫରେନ୍ସରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜିପି କନଫରେନ୍ସ । ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ।

Samaya Live Picture
Published On

Tags: