କଳିଙ୍ଗ ବାଲିଯାତ୍ରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପାରାଦୀପ କଳିଙ୍ଗ ବାଲିଯାତ୍ରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ନଭେମ୍ବର ୪ରୁ ୧୦ ତାରିଖ ଯାଏଁ ଆୟୋଜିତ ହେବ କଳିଙ୍ଗ ବାଲିଯାତ୍ରା । ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏନେଇ ଆଜି ସୂଚନା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ।

Samaya Live Picture
Published On

Tags: