ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ଗସ୍ତରେ ପଶ୍ଚିମବଙ୍ଗ ଯିବେ। ସେଠାରେ ସେ ପରିବର୍ତ୍ତନ ଯାତ୍ରା ସମାବେଶ ଓ ଜନସଭାରେ ଯୋଗଦେବେ। ଗସ୍ତ ସମୟରେ ମେଦିନୀପୁର ଅନ୍ତର୍ଗତ ମୋୟନାଠାରେ ଏକ ଜନସଭାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ସଭା ଶେଷ କରି ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବେ।

ସମ୍ବନ୍ଧିତ ଖବର ଭୁବନେଶ୍ୱରରେ ପହଞ୍ଚିଲେ ଅମିତ ଶାହ

Tags: