ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ ଭୁଜବଳ ମାଝୀ
ନବରଙ୍ଗପୁର : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ନବରଙ୍ଗପୁରରେ ଭୋଟ ପଡିବ। ଆଜି ନବରଙ୍ଗପୁର ଲୋକସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଭୁଜବଳ ମାଝୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଜିଲ୍ଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଡ଼ଃ କମଳ ଲୋଚନ ମିଶ୍ରଙ୍କ ନିକଟରେ ଦାଖଲ କରିଛନ୍ତି। ଅପରାହ୍ନ ୧୨ଟା ୨୪ ମିନିଟରେ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ ଭୁଜବଳ।

Tags: