ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ଏମପି

କୋରାପୁଟ : କୋରାପୁଟ ଲୋକସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା I ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ ସେ ନିଜର ପ୍ରାର୍ଥୀ ପତ୍ର ଦାଖଲ କଇଛନ୍ତି I

Samaya Live Picture
Published On

Tags: