ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର : ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ହେରଫେର ମାମଲାରେ ବିଜେଡି ନେତା ସୌମ୍ୟଶଙ୍କର ଓରଫ୍ ରାଜା ଚକ୍ର ଗିରଫ ହୋଇଛନ୍ତି । ପ୍ରେସମିଟ୍ ଜରିଆରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଏଡିଜି । ପୂର୍ବରୁ ଏ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏ ଘଟଣାରେ ଆଗାମୀ ଦିନରେ ଆହୁରି ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ କ୍ରାଇମ ବ୍ରାଞ୍ଚ । ରାଜା ଚକ୍ରଙ୍କ […]

Samaya Live Picture
Published On

ଭୁବନେଶ୍ୱର : ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ହେରଫେର ମାମଲାରେ ବିଜେଡି ନେତା ସୌମ୍ୟଶଙ୍କର ଓରଫ୍ ରାଜା ଚକ୍ର ଗିରଫ ହୋଇଛନ୍ତି । ପ୍ରେସମିଟ୍ ଜରିଆରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଏଡିଜି । ପୂର୍ବରୁ ଏ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏ ଘଟଣାରେ ଆଗାମୀ ଦିନରେ ଆହୁରି ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ କ୍ରାଇମ ବ୍ରାଞ୍ଚ । ରାଜା ଚକ୍ରଙ୍କ ନାଁ ରେ ୧୪ ଟି ମାମଲା ଥିବାବେଳେ ଏହି ଘଟଣାରେ ତାଙ୍କ ପତ୍ନୀଙ୍କ ସମ୍ପୃକ୍ତି ରହିଥିବା ସୂଚନା ମିଳିଛି ।

Tags: