୨୦ ତାରିଖ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ
ଭୁବନେଶ୍ୱର : ଆସନ୍ତା ୨୦ ତାରିଖ(ସୋମବାର)ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପ୍ରକୋଷ୍ଠ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ବର ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉକ୍ତ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବନାହିଁ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।