ଆଜିଠାରୁ ୭ ଦିନିଆ ବିଦେଶ ଗସ୍ତରେ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର : ଆଜିଠାରୁ ୭ ଦିନିଆ ଲଣ୍ତନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏନେଇ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ଏହି ଗସ୍ତ ସମୟରେ ସେ ଓଡ଼ିଶା ପର୍ଯ୍ୟଟନ, ପ୍ରବାସୀ ଏବଂ ଶିଳ୍ପପତିଙ୍କ ସହ ସମ୍ପର୍କକୁ ମଜଭୁତ କରିବା ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସେ ବିଦେଶୀ ମାଟିରେ ଓଡି଼ଶା ପର୍ଯ୍ୟଟନ ବିକାଶ ଉପରେ ଆଲୋଚନା କରିବେ। ଯାହା ଫଳରେ ଓଡ଼ିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ […]

Samaya Live Picture
Published On

ଭୁବନେଶ୍ୱର : ଆଜିଠାରୁ ୭ ଦିନିଆ ଲଣ୍ତନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏନେଇ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ଏହି ଗସ୍ତ ସମୟରେ ସେ ଓଡ଼ିଶା ପର୍ଯ୍ୟଟନ, ପ୍ରବାସୀ ଏବଂ ଶିଳ୍ପପତିଙ୍କ ସହ ସମ୍ପର୍କକୁ ମଜଭୁତ କରିବା ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସେ ବିଦେଶୀ ମାଟିରେ ଓଡି଼ଶା ପର୍ଯ୍ୟଟନ ବିକାଶ ଉପରେ ଆଲୋଚନା କରିବେ। ଯାହା ଫଳରେ ଓଡ଼ିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ପର୍ଯ୍ୟଟନ ଶିଳ୍ପରେ ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଆଶା କରାଯାଉଛି ।

Tags: