ବଣ୍ଡା ଘାଟିରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ଘୋଷଣା । ବଣ୍ଡା ଘାଟି ପାଇଁ ଅଧିକ ୫୦ ହଜାର । ବଣ୍ଡା ଘାଟିରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସୁଭଦ୍ରା ଓ ଆବାସ ଯୋଜନା ବାବଦରେ ଲୋକଙ୍କୁ ଭେଟିଛନ୍ତି । ସୁଭଦ୍ରା ଟଙ୍କା ବଣ୍ଟନ ନେଇ ମହିଳା ମାନଙ୍କ ସହ ଆଲୋଚନା କରିଛନ୍ତି । ସମସ୍ତ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା । ‘ସୁଭଦ୍ରା’ରେ ୨୯୩୨ ରିଜେକ୍ଟ […]
ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ଘୋଷଣା । ବଣ୍ଡା ଘାଟି ପାଇଁ ଅଧିକ ୫୦ ହଜାର । ବଣ୍ଡା ଘାଟିରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସୁଭଦ୍ରା ଓ ଆବାସ ଯୋଜନା ବାବଦରେ ଲୋକଙ୍କୁ ଭେଟିଛନ୍ତି । ସୁଭଦ୍ରା ଟଙ୍କା ବଣ୍ଟନ ନେଇ ମହିଳା ମାନଙ୍କ ସହ ଆଲୋଚନା କରିଛନ୍ତି । ସମସ୍ତ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା । ‘ସୁଭଦ୍ରା’ରେ ୨୯୩୨ ରିଜେକ୍ଟ ଆବେଦନର ସାନି ବିଚାର ହେବ ବୋଲି ସେ କହିଛନ୍ତି । ସରକାରୀ ପ୍ରତିନିଧି ଆସି ଘର ଘର ବୁଲି ସମସ୍ୟାର ସମାଧାନ କରିବେ । ‘ଆବାସ ଯୋଜନା’ରେ ଘର ନିର୍ମାଣ ପାଇଁ ଏଠି ଅଧିକ ଖର୍ଚ୍ଚ ହେଉଛି । ତେଣୁ ସରକାର ବଣ୍ଡାଘାଟିବାସୀଙ୍କୁ ଆବାସ ପାଇଁ ଅଧିକ ୫୦ ହଜାର ଦେବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।




