କାଲିଠୁ ଚାରିଦିନିଆ ଗସ୍ତରେ ରାଜସ୍ଥାନ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଭୁବନେଶ୍ୱର:କାଲିଠୁ ଚାରିଦିନିଆ ଗସ୍ତରେ ରାଜସ୍ଥାନ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।ଆସନ୍ତା ୧୦ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜସ୍ଥାନ ଗସ୍ତ କରିବେ। ଏହି ଗସ୍ତ ସମୟରେ ଅନେକ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟସୂଚୀ ଅନୁସାରେ ସେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଅନୁଷ୍ଠିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହା ସହ ରାଜସ୍ଥାନର ପର୍ଯ୍ୟଟନ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ପର୍ଯ୍ୟଟନ ଶିଳ୍ପର ବିକାଶ ସମ୍ବନ୍ଧରେ […]
ଭୁବନେଶ୍ୱର:କାଲିଠୁ ଚାରିଦିନିଆ ଗସ୍ତରେ ରାଜସ୍ଥାନ ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।ଆସନ୍ତା ୧୦ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜସ୍ଥାନ ଗସ୍ତ କରିବେ। ଏହି ଗସ୍ତ ସମୟରେ ଅନେକ କାର୍ଯ୍ୟକ୍ରମ ରହିଛି।
କାର୍ଯ୍ୟସୂଚୀ ଅନୁସାରେ ସେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଅନୁଷ୍ଠିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହା ସହ ରାଜସ୍ଥାନର ପର୍ଯ୍ୟଟନ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ପର୍ଯ୍ୟଟନ ଶିଳ୍ପର ବିକାଶ ସମ୍ବନ୍ଧରେ ଆଲୋଚନା କରିବେ।




