ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ

ଭୁବନେଶ୍ୱର : ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ୍। ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ । ରତ୍ନାକରଙ୍କ ଢେଙ୍କାନାଳ,ହିନ୍ଦୋଳ,ଭୁବନେଶ୍ୱର ସମେତ ଏକକାଳୀନ ୧୪ଟି ସ୍ଥାନରେ ରେଡ୍ ଚାଲିଛି। ଭୁବନେଶ୍ଵର ଚନ୍ଦ୍ରଶେଖରପୁର ଠାରେ ଥିବା ଘର, ଢେଙ୍କାନାଳ, ଭୁବନେଶ୍ଵରରେ ଥିବା ଅଫିସ, ବ୍ୟବସାୟ ପ୍ରତିଷ୍ଠାନରେ ଇଡି ଚଢାଉ କରିଛି। ବେଆଇନ ଆର୍ଥିକ କାରବାର ନେଇ ଇଡ଼ି ରେଡ୍ କରୁଛି। ଚଢ଼ାଉ ବେଳେ ଟଙ୍କା କାରବାରର ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି।

Samaya Live Picture
Published On

Tags: