ଆସନ୍ତା ୯ରୁ ପୌର ନିର୍ବାଚନ ପ୍ରକ୍ରିୟା
ଭୁବନେଶ୍ୱର ,ଅକ୍ଟୋବର ୨୫ : ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ । ନଭେମ୍ବର ୧୮ ତାରିଖ ମତାମତ ଦାଖଲର ଶେଷ ଦିନ ରହିଛି । ନଭେମ୍ବର ୨୯ ତାରିଖରେ ସୀମା ର୍ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ୨୯ ନଭେମ୍ବରରୁ ୧୩ ଡିସେମ୍ବର ମଧ୍ୟରେ ବିଜ୍ଞପ୍ତି ଉପରେ ଆପତ୍ତି ଅଭିଯୋଗ ଦାଖଲ କରାଯାଇପାରିବ ବୋଲି […]
ଭୁବନେଶ୍ୱର ,ଅକ୍ଟୋବର ୨୫ : ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ । ନଭେମ୍ବର ୧୮ ତାରିଖ ମତାମତ ଦାଖଲର ଶେଷ ଦିନ ରହିଛି । ନଭେମ୍ବର ୨୯ ତାରିଖରେ ସୀମା ର୍ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ୨୯ ନଭେମ୍ବରରୁ ୧୩ ଡିସେମ୍ବର ମଧ୍ୟରେ ବିଜ୍ଞପ୍ତି ଉପରେ ଆପତ୍ତି ଅଭିଯୋଗ ଦାଖଲ କରାଯାଇପାରିବ ବୋଲି ଦର୍ଶାଯାଇଛି ।




