ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି
ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି I ୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଡିସେମ୍ବର ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିଥାନ୍ତା । ଜୁନ୍ ୩୦ ତାରିଖ ଯାଏଁ କାର୍ଯ୍ୟକାଳ ବଢ଼ାଇଲେ ସରକାର । ଜୁନ ୩୦ ପର୍ଯ୍ୟନ୍ତସେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇବେ । ଅର୍ଥାତ ନିର୍ବାଚନ ସରିବା ପର୍ଯ୍ୟନ୍ତ ମୁଖ୍ୟ ଶାସନ ସଚିବ ପଦରେ ରହିବେ ପ୍ରଦୀପ ଜେନା […]
ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି I ୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଡିସେମ୍ବର ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିଥାନ୍ତା । ଜୁନ୍ ୩୦ ତାରିଖ ଯାଏଁ କାର୍ଯ୍ୟକାଳ ବଢ଼ାଇଲେ ସରକାର । ଜୁନ ୩୦ ପର୍ଯ୍ୟନ୍ତସେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇବେ । ଅର୍ଥାତ ନିର୍ବାଚନ ସରିବା ପର୍ଯ୍ୟନ୍ତ ମୁଖ୍ୟ ଶାସନ ସଚିବ ପଦରେ ରହିବେ ପ୍ରଦୀପ ଜେନା । ଏନେଇ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।




