ଚାଷୀଙ୍କ ଖାତାକୁ ଗଲା ଇନପୁଟ ସବସିଡି

ବରଗଡ଼:ଚାଷୀଙ୍କ ଖାତାକୁ ଇନପୁଟ ସବସିଡି ଆସିଛି। ବରଗଡ଼ ସୋହେଲାରୁ ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଧାନ କ୍ୱିଣ୍ଟାଲ ପିଛା ୨୩୦୦ ଏମଏସପି ଉପରେ ୮୦୦ ଟଙ୍କା ଇନପୁଟ ସବସିଡି ପାଇଛନ୍ତି ଚାଷୀ।ଚାଷୀଙ୍କୁ ୮୦୦ ଟଙ୍କାର ବୋନସ୍ ପ୍ରଦାନ କରାଯିବାର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ସାଂସଦ ପ୍ରଦୀପ ପୁରୋହିତ […]

Samaya Live Picture
Published On

ବରଗଡ଼:ଚାଷୀଙ୍କ ଖାତାକୁ ଇନପୁଟ ସବସିଡି ଆସିଛି। ବରଗଡ଼ ସୋହେଲାରୁ ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଧାନ କ୍ୱିଣ୍ଟାଲ ପିଛା ୨୩୦୦ ଏମଏସପି ଉପରେ ୮୦୦ ଟଙ୍କା ଇନପୁଟ ସବସିଡି ପାଇଛନ୍ତି ଚାଷୀ।ଚାଷୀଙ୍କୁ ୮୦୦ ଟଙ୍କାର ବୋନସ୍ ପ୍ରଦାନ କରାଯିବାର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ସାଂସଦ ପ୍ରଦୀପ ପୁରୋହିତ ପ୍ରମୁଖ ଉପସ୍ଥିତ ରହିଥିଲେ।

୨୦୨୪ ସାଧାରଣ ନିର୍ବାଚନରେ ଧାନ MSP ୩୧ ଶହ ଟଙ୍କା ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କ୍ଷମତାକୁ ଆସିବା ପରେ ବିଜେପି ସରକାର ମଧ୍ୟ ୨୩ ସହ MSP ସହ ୮ ଶହ ଟଙ୍କା ଇନପୁଟ ସବସିଡି ଘୋଷଣା କରିଥିଲେ।

Tags: