ଜିଲାପାଳଙ୍କ ଅଫିସରେ ନିଆଁ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ନିଆଁ। ଜଳିଗଲା ଗୁରୁତ୍ତ୍ୱପୂର୍ଣ୍ଣ ନଥିପତ୍ର । ଇନଭଟର୍ର ବ୍ୟାଟେରୀ ଫାଟି ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଘଟିଛି ଅଗ୍ନିକାଣ୍ଡ । ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ କର୍ମଚାରୀ ବସିଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା । ତେବେ ଏହି ଘଟଣାରେ ଅଳ୍ପକେ ବର୍ତ୍ତିଛନ୍ତି କର୍ମଚାରୀ। କେବଳ କାଗଜପତ୍ର ପୋଡି ହୋଇଥିବାବେଳେ କେହି ଆହତ ହୋଇ ନ ଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ଅଗ୍ନିକାଣ୍ଡର କାରଣ ବିଦ୍ୟୁତ […]

Samaya Live Picture
Published On

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ନିଆଁ। ଜଳିଗଲା ଗୁରୁତ୍ତ୍ୱପୂର୍ଣ୍ଣ ନଥିପତ୍ର । ଇନଭଟର୍ର ବ୍ୟାଟେରୀ ଫାଟି ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଘଟିଛି ଅଗ୍ନିକାଣ୍ଡ । ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ କର୍ମଚାରୀ ବସିଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା । ତେବେ ଏହି ଘଟଣାରେ ଅଳ୍ପକେ ବର୍ତ୍ତିଛନ୍ତି କର୍ମଚାରୀ। କେବଳ କାଗଜପତ୍ର ପୋଡି ହୋଇଥିବାବେଳେ କେହି ଆହତ ହୋଇ ନ ଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ଅଗ୍ନିକାଣ୍ଡର କାରଣ ବିଦ୍ୟୁତ ସର୍ଟ ସର୍କିଟ ବୋଲି ପ୍ରାଥମିକ ତଦନ୍ତରୁ ଜଣା ପଡିଛି ।

Tags: