ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ୫ ଦିନିଆ ଓଡିଶା ଗସ୍ତରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର

ଭୁବନେଶ୍ୱର:ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଂଚିବା ପରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିଜେପି ରାଜ୍ୟ ସଭାପତି ତଥା ଅନ୍ୟାନ୍ୟ ନେତୃବୃନ୍ଦ ମାନେ ସ୍ଵାଗତ କରିଥିଲେ। ବିମାନ ବନ୍ଦରରୁ ସିଧା ସଳଖ କୋଣାର୍କ ଯାଇଛନ୍ତି। ସେଠାରେ କୋଣାର୍କ ଇକୋରିଟ୍ରିଟରେ ରାତ୍ରି ଯାପନ କରିବେ।ଆସନ୍ତାକାଲି କୋଣାର୍କ ସୂର୍ଯ୍ୟ […]

Samaya Live Picture
Published On

ଭୁବନେଶ୍ୱର:ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର।
ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଂଚିବା ପରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିଜେପି ରାଜ୍ୟ ସଭାପତି ତଥା ଅନ୍ୟାନ୍ୟ ନେତୃବୃନ୍ଦ ମାନେ ସ୍ଵାଗତ କରିଥିଲେ।

ବିମାନ ବନ୍ଦରରୁ ସିଧା ସଳଖ କୋଣାର୍କ ଯାଇଛନ୍ତି। ସେଠାରେ କୋଣାର୍କ ଇକୋରିଟ୍ରିଟରେ ରାତ୍ରି ଯାପନ କରିବେ।ଆସନ୍ତାକାଲି କୋଣାର୍କ ସୂର୍ଯ୍ୟ ମନ୍ଦିର ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବେ।ଏହାପରେ ଭୁବନେଶ୍ଵର ଶାନ୍ତିସ୍ତୁପ ଧଉଳି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

Tags: