ଶୀତରେ ଥରିବ ଉପକୂଳରୁ ଉପାନ୍ତ : ରାଜ୍ୟରେ ୪୮ ଘଣ୍ଟା ଯାଏ ଶୀତ ଲହରୀ

ଭୁବନେଶ୍ୱର:ଶୀତରେ ଥରିବ ସାରା ଓଡିଶା। ଉପକୂଳରୁ ଉପାନ୍ତ ସବୁଠି ଶୀତର ପ୍ରକୋପ ଦେଖିବାକୁ ମିଳିବ। ପ୍ରଚଣ୍ଡ ଶୀତ ହେବ। ରାଜ୍ୟରେ ୪୮ ଘଣ୍ଟା ଯାଏ ଶୀତ ଲହରୀ ଚେତାବନୀ ଦେଇଛି ପାଣି ପାଗ ବିଭାଗ। ଆଗାମୀ ୨ ଦିନ ଯାଏ ଶୀତରେ ଥରିବ ଆଭ୍ୟନ୍ତରୀଣରୁ ଉପକୂଳରୁ ଓଡିଶା। ଆସନ୍ତା ୨୪ ଘଣ୍ଟାାରେ ଝାରସୁଗୁଡା ଓ ସୁନ୍ଦରଗଡକୁ କୋଲଡ ୱେବ ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି। ଗୋଟିଏ ଦୁଇଟି ସ୍ଥାନରେ ହାଲୁକରୁ ମଧ୍ୟମଧରଣର କୁହୁଡି ପଡ଼ିବାର ସମ୍ଭାବନା […]

Samaya Live Picture
Published On

ଭୁବନେଶ୍ୱର:ଶୀତରେ ଥରିବ ସାରା ଓଡିଶା। ଉପକୂଳରୁ ଉପାନ୍ତ ସବୁଠି ଶୀତର ପ୍ରକୋପ ଦେଖିବାକୁ ମିଳିବ। ପ୍ରଚଣ୍ଡ ଶୀତ ହେବ।
ରାଜ୍ୟରେ ୪୮ ଘଣ୍ଟା ଯାଏ ଶୀତ ଲହରୀ ଚେତାବନୀ ଦେଇଛି ପାଣି ପାଗ ବିଭାଗ। ଆଗାମୀ ୨ ଦିନ ଯାଏ ଶୀତରେ ଥରିବ ଆଭ୍ୟନ୍ତରୀଣରୁ ଉପକୂଳରୁ ଓଡିଶା। ଆସନ୍ତା ୨୪ ଘଣ୍ଟାାରେ ଝାରସୁଗୁଡା ଓ ସୁନ୍ଦରଗଡକୁ କୋଲଡ ୱେବ ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି।

ଗୋଟିଏ ଦୁଇଟି ସ୍ଥାନରେ ହାଲୁକରୁ ମଧ୍ୟମଧରଣର କୁହୁଡି ପଡ଼ିବାର ସମ୍ଭାବନା ଅଛି। କଲାହାଣ୍ଡି ଓ କନ୍ଧମାଳରେ କୁହୁଡି ପଡିବା ସମ୍ଭାବନା ରହିଛି। କିଛିକିଛି ସ୍ଥାନରେ ଘନକୁହୁଡ଼ି ଦୃଶ୍ୟମାନ ସହ ଶୀତର ପ୍ରକୋପ ଅନୁଭୂତ ହେବ।

Tags: