ଅନୁଭବଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଅନୁଭବଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

କଟକ : ଓ଼ଲିଉଡ଼ ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢ଼ିଲା ଅଡୁଆ । ମାମଲା ବନ୍ଦ ପାଇଁ କରିଥିବା ଆବେଦନକୁ ଖାରଜ କଲେ ହାଇକୋର୍ଟ । ଅନୁଭବ ଏବଂ ତାଙ୍କ କର୍ମଚାରୀଙ୍କ ବିରୋଧରେ ମାମଲା ଦାୟର କରିଥିଲେ ତାଙ୍କ ପୂର୍ବ ପତ୍ନୀ ବର୍ଷା । ନିମ୍ନ ଅଦାଲତରେ ମାମଲା ଚାଲିବ ବୋଲି କହିଛନ୍ତି ହାଇକୋର୍ଟ । ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଏବଂ ଅନ୍ୟ ଦୁଇ କର୍ମଚାରୀ ବର୍ଷାଙ୍କୁ ବିଭିନ୍ନ ସମୟରେ ଭିଡିଓ ସୁଟିଂ କରିବା ସହ ମାନସିକ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ କରିଥିଲେ । ଏହି ମାମଲାକୁ ଖାରଜ କରିବା ପାଇଁ ଅନୁଭବ ହାଇକୋର୍ଟରେ ଆବେଦନ କରିଥିଲେ ।

ସମ୍ବନ୍ଧିତ ଖବର ଘୁଞ୍ଚିଲା ରିଲିଜ

 

ସମ୍ବନ୍ଧିତ ଖବର ରାଉରକେଲାରେ OMC ପାଭିଲିୟନ୍ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସମ୍ବନ୍ଧିତ ଖବର ଦୁଷ୍କର୍ମ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ଜରିମାନା

 

Tags: