ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟ ନୋଟିସ

ବାଲେଶ୍ୱର : ପୂର୍ବତନ ବିଜେଡି ସାଂସଦ ରବୀନ୍ଦ୍ର ଜେନାଙ୍କ ବଢ଼ିଲା ଅଡୁଆ । ସି-ସୋର ଚିଟଫଣ୍ଡ ଠକେଇ ମାମଲାରେ ସିବିଆଇ ତଦନ୍ତକୁ ସହଯୋଗ କରିବାକୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହାସହ ଅଦାଲତ ପରବର୍ତ୍ତୀ ଶୁଣାଣି ଯାଏ କଠୋର କାର୍ଯ୍ୟାନୁଷ୍ଠାନ ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ । ସି-ସୋର ଚିଟଫଣ୍ଡ କେସରେ ପୂର୍ବତନ ସାଂସଦ ରବି ଜେନାଙ୍କୁ ଆସନ୍ତା ୧୪ ତାରିଖରେ ହାଜର ହେବାକୁ ନୋଟିସ୍ କରିଥିଲା ସିବିଆଇ । କେସ୍‍ ସମ୍ବନ୍ଧୀୟ ରେକର୍ଡ ପତ୍ର ଯୋଗାଇ ଦେବାକୁ […]

ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟ ନୋଟିସ
Samaya Live Picture
Published On

ବାଲେଶ୍ୱର : ପୂର୍ବତନ ବିଜେଡି ସାଂସଦ ରବୀନ୍ଦ୍ର ଜେନାଙ୍କ ବଢ଼ିଲା ଅଡୁଆ । ସି-ସୋର ଚିଟଫଣ୍ଡ ଠକେଇ ମାମଲାରେ ସିବିଆଇ ତଦନ୍ତକୁ ସହଯୋଗ କରିବାକୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହାସହ ଅଦାଲତ ପରବର୍ତ୍ତୀ ଶୁଣାଣି ଯାଏ କଠୋର କାର୍ଯ୍ୟାନୁଷ୍ଠାନ ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ ।

ସି-ସୋର ଚିଟଫଣ୍ଡ କେସରେ ପୂର୍ବତନ ସାଂସଦ ରବି ଜେନାଙ୍କୁ ଆସନ୍ତା ୧୪ ତାରିଖରେ ହାଜର ହେବାକୁ ନୋଟିସ୍ କରିଥିଲା ସିବିଆଇ । କେସ୍‍ ସମ୍ବନ୍ଧୀୟ ରେକର୍ଡ ପତ୍ର ଯୋଗାଇ ଦେବାକୁ ହାଇକୋର୍ଟ ଆସିଥିଲେ ପୂର୍ବତନ ବାଲେଶ୍ୱର ସାଂସଦ ରବୀନ୍ଦ୍ରଜେନା ।

Tags: