୧୭.୬.୨୦୨୬, ବୁଧବାର
ଜ୍ୟେଷ୍ଠ ଶୁକ୍ଳପକ୍ଷ ତୃତୀୟା,
ମେଷ: କାର୍ଯ୍ୟରେ ବିରୋଧ, ବ୍ୟବସାୟରେ ସ୍ବଳ୍ପ ଲାଭ, ବନ୍ଧୁସମସ୍ୟା, ଅର୍ଥଚିନ୍ତା, ସ୍ବାସ୍ଥ୍ୟଲାଭ, ଗୃହେ ସହଯୋଗ, ସନ୍ତାନଖୁସି, ଦୂରଯାତ୍ରା, ନୂତନ କର୍ମନିଯୁକ୍ତି, ଦେବଦର୍ଶନ, ଅନୁଷ୍ଠାନରୁ ଲାଭ, ଦ୍ବିଜା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନାଲି, ସଂଖ୍ୟା-୪, ଆରାଧନା-ପ୍ରଭୁ ହନୁମାନ।
ବୃଷ: ଦୂରଯାତ୍ରା ସଫଳ, ବ୍ୟବସାୟରେ ଲାଭ, ଅଚାନକ ଧନଲାଭ, ଶରୀର ସୁସ୍ଥ, ଦେବକାର୍ଯ୍ୟ, ଶତ୍ରୁସମସ୍ୟା, ସମ୍ପତ୍ତିଲାଭ, ପାରିବାରିକ ସହାୟତା, ବନ୍ଧୁଲାଭ, ବିଘ୍ନନାଶ, ସୁସମ୍ବାଦ ପ୍ରାପ୍ତି, ରୋହିଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ସବୁଜ, ସଂଖ୍ୟା-୮, ଆରାଧନା-ଶ୍ରୀ ଗଣେଶ।
ମିଥୁନ: ଭଲଆୟ, ଲୋକସମ୍ପର୍କବୃଦ୍ଧି, ଦୂରଯାତ୍ରା ସଫଳ, ଅନୁଷ୍ଠାନରୁ ଲାଭ, ଶରୀର ସୁସ୍ଥ, ସୁଖଦିନ, ନୂତନଚୁକ୍ତି, ସମ୍ମାନଲାଭ, ଆର୍ଥିକ ଉନ୍ନତି, ସମ୍ପତ୍ତିଲାଭ, ଭ୍ରାତୃବିରୋଧ, ଦାମ୍ପତ୍ୟସୁଖ, ବିଦ୍ୟାରେ ସଫଳ, ଆଦ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୯, ଆରାଧନା-ମହାଲକ୍ଷ୍ମୀ।
କର୍କଟ: ଦୂରଯାତ୍ରାରେ ସତର୍କ, ବ୍ୟବସାୟରେ ସ୍ବଳ୍ପ ଲାଭ, ବିଶିଷ୍ଠ ବ୍ୟକ୍ତି ସହାୟତା, ଶରୀର ସୁସ୍ଥ, ପଡ଼ୋଶୀ କଳହ, ସମ୍ପତ୍ତିବିବାଦ, ଶତ୍ରୁସମସ୍ୟା, ଅଚାନକ ଧନପ୍ରାପ୍ତି, ପୁଷ୍ୟା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-୫, ଆରାଧନା-ମା’ ବଗଳାମୁଖୀ।
ସିଂହ: ଯାନ୍ତ୍ରିକତ୍ରୁଟି, ହେବାକାର୍ଯ୍ୟ ବିଳମ୍ବ, ଶରୀର ସୁସ୍ଥ, ବ୍ୟବସାୟରେ ସ୍ବଳ୍ପ ଲାଭ, କର୍ମକ୍ଷେତ୍ରେ ସଫଳ, ପିଲାଙ୍କଖୁସି, ଅନୁଷ୍ଠାନରୁ ଲାଭ, ଅଯଥା ଅଶାନ୍ତି, ଚିଡ଼ିଚିଡ଼ାପଣ ପାଇଁ ବିବାଦିତ, ପୂର୍ବଫାଲଗୁନି ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୩, ଆରାଧନା-ଶଙ୍କର ଭଗବାନ।
କନ୍ୟା: ବାଣିଜ୍ୟରେ ଲାଭ, ନୂତନ କାର୍ଯ୍ୟରେ ଲାଭ, ଶତ୍ରୁ ପରାଜିତ, ଶରୀର ସୁସ୍ଥ, ଶୁଭ ଆଲୋଚନା, ନୂତନ ବନ୍ଧୁଦର୍ଶନ, ଅଟକିଥିବା କାର୍ଯ୍ୟ ସମ୍ପନ୍ନ, ସମ୍ପତ୍ତିଲାଭ, ସମସ୍ୟା ସମାଧାନ, ହସ୍ତା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-୯, ଆରାଧନା-ହନୁମାନଚାଳିଷା ପାଠ କରନ୍ତୁ।
ତୁଳା: ଧନପୁତ୍ରାଦି ଲାଭ, ସୁଖସମ୍ମାନପ୍ରାପ୍ତି, ଦୂରଯାତ୍ରା, ଉଚ୍ଚଆଶାରେ ବିଳମ୍ବ, ଶରୀର ସୁସ୍ଥ, ସମ୍ପତ୍ତିଖୁସି, ବ୍ୟବସାୟିକ ଖୁସି, ସନ୍ତାନସମସ୍ୟା, ଉଚ୍ଚପଦସ୍ଥ କର୍ମଚାରୀଙ୍କ ଅନୁକମ୍ପାଲାଭ, ସ୍ବାତୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶୀ, ସଂଖ୍ୟା-୯, ଆରାଧନା-ମା’ ମହାକାଳୀ।
ବିଛା: କାର୍ଯ୍ୟବ୍ୟସ୍ଥତା, ଦୂରଯାତ୍ରାରେ କଷ୍ଟ, ସ୍ବାସ୍ଥ୍ୟଚିନ୍ତା, ଅର୍ଥଲାଭ, ବନ୍ଧୁଗୃହେ ଯାତ୍ରା, ଉନ୍ନତିମୂଳକ କାର୍ଯ୍ୟରେ ସଫଳ, ଦ୍ରବ୍ୟଲାଭ, ଶତ୍ରୁ ପରାଜିତ, ବ୍ୟବସାୟିକ ଶତ୍ରୁତା, ଅନୁରାଧା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-୮, ଆରାଧନା-ପ୍ରଭୁ ନୃସିଂହ।
ଧନୁ: ମାନସିକ କଷ୍ଟ, ବ୍ୟବସାୟରେ ସ୍ବଳ୍ପ ଲାଭ, ଅର୍ଥଚିନ୍ତା, ଅନୁଷ୍ଠାନରୁ ସଫଳତା, ବନ୍ଧୁସାହାଯ୍ୟ, ପାରିବାରିକ ଉତ୍ତେଜନା, ଶତ୍ରୁସମସ୍ୟା, ହେବାକାର୍ଯ୍ୟ ବିଳମ୍ବ, ଈଶ୍ବରଭକ୍ତି, ପୂର୍ବାଷାଢ଼ା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୭, ଆରାଧନା-ଶଙ୍କର ଭଗବାନ।
ମକର: ପୁରାତନ େରାଗ ଉପଶମ, ଆର୍ଥିକଲାଭ, ସମ୍ପତ୍ତିଲାଭ, ନୂତନ କାର୍ଯ୍ୟରେ ନିଯୁକ୍ତି, ବ୍ୟବସାୟିକ ଲାଭ, ହଠାତ୍ ଦୂରଯାତ୍ରା, ଦ୍ରବ୍ୟପ୍ରାପ୍ତି, ଦାମ୍ପତ୍ୟଖୁସି, ବିଦ୍ୟାରେ ସଫଳ, ଧନିଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-୯, ଆରାଧନା-ଶ୍ରୀଗଣେଶ ।
କୁମ୍ଭ: ବ୍ୟବସାୟରେ ସ୍ବଳ୍ପ ଲାଭ, ମାନସିକ ଶାନ୍ତି, କାର୍ଯ୍ୟ ସଫଳ, ପରିବାରରେ ସହଯୋଗ, ନୂତନ ଗୃହଲାଭ, ଶତ୍ରୁସମସ୍ୟା, ଅଯଥା ବିବାଦ, ଯାନବାହନେ ସତର୍କ, ବିଦ୍ୟାରେ ଅସଫଳ, ଧନିଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କଳା, ସଂଖ୍ୟା-୮, ଆରାଧନା-ମା’ ଭଗବତୀ ।
ମୀନ: ଯାତ୍ରା ସଫଳ, ସମ୍ପତ୍ତିଲାଭ, ମାନସିକ ଶାନ୍ତି, ଶୁଭଆଲୋଚନା, ଅଳ୍ପ ଶତ୍ରୁସମସ୍ୟା, ନୂତନ ନିଯୁକ୍ତି, ବିବାଦ ସମାଧାନ, ସମ୍ମାନପ୍ରାପ୍ତି, ମାନସିକ ଶାନ୍ତି, ବ୍ୟବସାୟରେ ଉନ୍ନତି, ସହଯୋଗ ମିଳିବ, ଉତ୍ତରଭାଦ୍ର ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୧୦, ଆରାଧନା-ମହାଲକ୍ଷ୍ମୀ।




