ଢ଼େଙ୍କାନାଳ ପୌରାଧ୍ୟକ୍ଷଙ୍କ ବାସଭବନରେ ବୋମା ମାଡ଼: ତଦନ୍ତ ଦାବି କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଏପ୍ରିଲ ୧୧: ଢେଙ୍କାନାଳର ନବ ନିର୍ବାଚିତ ପୌରାଧ୍ୟକ୍ଷା ତଥା ବିଜେପି ନେତ୍ରୀ ଜୟନ୍ତୀ ପାତ୍ର ବାସଭବନରେ ବୋମା ମାଡ଼ ହୋଇଛି । ଦୁର୍ବୃତ୍ତମାନେ ଦୁଇ ଦୁଇ ଥର ଟାର୍ଗେଟ୍ କରି ଆକ୍ରମଣ କରିଛନ୍ତି । ତେବେ ଏହି ଘଟଣା ପରେ ଏହାର ତୁରନ୍ତ ତଦନ୍ତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦାବି କରି ଏକ ଟୁଇଟ୍ କରିଛନ୍ତି । Deeply shocked and disturbed by the selective targeting and continued string […]
ଭୁବନେଶ୍ୱର: ଏପ୍ରିଲ ୧୧: ଢେଙ୍କାନାଳର ନବ ନିର୍ବାଚିତ ପୌରାଧ୍ୟକ୍ଷା ତଥା ବିଜେପି ନେତ୍ରୀ ଜୟନ୍ତୀ ପାତ୍ର ବାସଭବନରେ ବୋମା ମାଡ଼ ହୋଇଛି । ଦୁର୍ବୃତ୍ତମାନେ ଦୁଇ ଦୁଇ ଥର ଟାର୍ଗେଟ୍ କରି ଆକ୍ରମଣ କରିଛନ୍ତି । ତେବେ ଏହି ଘଟଣା ପରେ ଏହାର ତୁରନ୍ତ ତଦନ୍ତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦାବି କରି ଏକ ଟୁଇଟ୍ କରିଛନ୍ତି ।
Deeply shocked and disturbed by the selective targeting and continued string of attacks, including hurling of bombs at the residence of Smt. Jayanti and Shri Ramchandra Patra in Dhenkanal.
The voice of BJP leaders’ will not be silenced with such acts of terror & intimidation.
— Dharmendra Pradhan (@dpradhanbjp) April 11, 2022
ଏହାସହିତ ଏହି ଘଟଣାର ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୁଲିସ ଡିଜିଙ୍କ ସହ କଥା ହୋଇଥିବା ବେଳେ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ଘଟଣାରେ ହସ୍ତକ୍ଷେପ କରି କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଆଶାବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।




