IAS ମନୋଜ କୁମାର ପରିଡା ନୂଆ ମୁଖ୍ୟ ସୂଚନା କମିଶନର
ଭୁବନେଶ୍ୱର : ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିଶନର । ଅବସରପ୍ରାପ୍ତ IAS ଅଫିସର ମନୋଜ ପରିଡା । ୧୯୮୬ ମସିହାର IAS ଅଫିସର ମନୋଜ କୁମାର । ପୂର୍ବରୁ ବିଭିନ୍ନ ବିଭାଗରେ ନିଜର କାର୍ଯ୍ୟଦକ୍ଷତାର ପ୍ରମାଣ ଦେଇସାରିଛନ୍ତି । ଏହାସହ ଅବସରପ୍ରାପ୍ତ IPS ପ୍ରାଣବିନ୍ଦୁ ଆଚାର୍ଯ୍ୟ ହେଲେ ସୂଚନା କମିଶନ ସଦସ୍ୟ । ହାଇକୋର୍ଟର ବରିଷ୍ଠ ଆଇନଜୀବୀ କଳ୍ପନା ପଟ୍ଟନାୟକ ଓ ଅବସରପ୍ରାପ୍ତ IAS ପବିତ୍ର ମଣ୍ଡଳଙ୍କୁ ମଧ୍ୟ କମିଶନ ସଦସ୍ୟ […]
ଭୁବନେଶ୍ୱର : ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିଶନର । ଅବସରପ୍ରାପ୍ତ IAS ଅଫିସର ମନୋଜ ପରିଡା । ୧୯୮୬ ମସିହାର IAS ଅଫିସର ମନୋଜ କୁମାର । ପୂର୍ବରୁ ବିଭିନ୍ନ ବିଭାଗରେ ନିଜର କାର୍ଯ୍ୟଦକ୍ଷତାର ପ୍ରମାଣ ଦେଇସାରିଛନ୍ତି । ଏହାସହ ଅବସରପ୍ରାପ୍ତ IPS ପ୍ରାଣବିନ୍ଦୁ ଆଚାର୍ଯ୍ୟ ହେଲେ ସୂଚନା କମିଶନ ସଦସ୍ୟ । ହାଇକୋର୍ଟର ବରିଷ୍ଠ ଆଇନଜୀବୀ କଳ୍ପନା ପଟ୍ଟନାୟକ ଓ ଅବସରପ୍ରାପ୍ତ IAS ପବିତ୍ର ମଣ୍ଡଳଙ୍କୁ ମଧ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି ।
Tags:




