ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ଅପରାହ୍ନ ୪ଟା ସମୟରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ର ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଆସନ୍ତା ୧୨ ତାରିଖରେ ରାଜ୍ୟ ବିଜେପି ସରକାରକୁ ଶାସନ ଭାର ସମ୍ଭାଳିବାର ପ୍ରଥମ ବର୍ଷ ପୂରଣ ହେଉଛି। ତେଣୁ ବର୍ଷ ପୂର୍ତ୍ତିକୁ ଦୃଷ୍ଟିରେ ରଖି ଆଜି ସରକାର କିଛି ବଡ଼ ଘୋଷଣା କରିବାର ସମ୍ଭାବନା ରହିଛି।

Samaya Live Picture
Published On

Tags: