ଆରମ୍ଭ ହେଲା ଇଣ୍ଡିଆ ମାରିଟାଇମ୍‌ ୱିକ୍‌ ୨୦୨୫,ସମ୍ମାନିତ ଅତିଥି ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ମୁମ୍ବଇ: ମୁମ୍ବଇରେ ଆଜିଠାରୁ ଆରମ୍ଭ ହୋଇଛି ଇଣ୍ଡିଆ ମାରିଟାଇମ୍‌ (ପ୍ରତିଷ୍ଠିତ ଭାରତ ନୌବାଣିଜ୍ୟ ସପ୍ତାହ (ଆଇଏମଡବ୍ଲୁ) ୱିକ୍‌ ୨୦୨୫ । ଆଜି ଉଦଘାଟନୀ ଉତ୍ସବରେ ସମ୍ମାନିତ ଅତିଥି ଭାବରେ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚାରଣ ମାଝୀ। ୨୭ତାରିଖରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ୩୧ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଧିବେଶନରେ ଓଡ଼ିଶାରେ ବନ୍ଦର ଆଧାରିତ ପୁଞ୍ଜିନିବେଶ ଏବଂ ବନ୍ଦର ଜରିଆରେ ରପ୍ତାନୀ ସମ୍ପର୍କରେ ଆଲୋଚନା ଚାଲିବ । ଇଣ୍ଡିଆ ମାରିଟାଇମ୍‌ ୱିକ୍‌ […]

ଆରମ୍ଭ ହେଲା ଇଣ୍ଡିଆ ମାରିଟାଇମ୍‌ ୱିକ୍‌ ୨୦୨୫,ସମ୍ମାନିତ ଅତିଥି ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ମୁମ୍ବଇ: ମୁମ୍ବଇରେ ଆଜିଠାରୁ ଆରମ୍ଭ ହୋଇଛି ଇଣ୍ଡିଆ ମାରିଟାଇମ୍‌ (ପ୍ରତିଷ୍ଠିତ ଭାରତ ନୌବାଣିଜ୍ୟ ସପ୍ତାହ (ଆଇଏମଡବ୍ଲୁ) ୱିକ୍‌ ୨୦୨୫ । ଆଜି ଉଦଘାଟନୀ ଉତ୍ସବରେ ସମ୍ମାନିତ ଅତିଥି ଭାବରେ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚାରଣ ମାଝୀ। ୨୭ତାରିଖରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ୩୧ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଧିବେଶନରେ ଓଡ଼ିଶାରେ ବନ୍ଦର ଆଧାରିତ ପୁଞ୍ଜିନିବେଶ ଏବଂ ବନ୍ଦର ଜରିଆରେ ରପ୍ତାନୀ ସମ୍ପର୍କରେ ଆଲୋଚନା ଚାଲିବ ।

Read More ୨୧ରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଇଣ୍ଡିଆ ମାରିଟାଇମ୍‌ ୱିକ୍‌ ଏକ ପ୍ରମୁଖ ଜାତୀୟ ଏବଂ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ ଯାହା ସରକାରୀ ନେତୃବୃନ୍ଦଙ୍କ ସହ ନୀତି ନିର୍ଦ୍ଧାରକ, ବିଶେଷଜ୍ଞ ଓ ନିବେଶକ ଏକତ୍ର ହୋଇ ନୌ ଭିତ୍ତିଭୂମି, ଭବିଷ୍ୟତ କାର୍ଯ୍ୟପନ୍ଥା ଏବଂ ନୀଳ ଅର୍ଥନୀତିର ସମ୍ଭାବନା ସମ୍ପର୍କରେ ଆଲୋଚନ କରିବେ । ସମ୍ମିଳନୀ ଭାରତର ବର୍ଦ୍ଧିତ ନୌବାଣିଜ୍ୟ କ୍ଷେତ୍ରରେ ସହଯୋଗ ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ରଖିଛି। ସମ୍ମିଳନୀରେ ଯୋଗଦେବା ଲାଗି ଓଡ଼ିଶା ସରକାରଙ୍କ ଏକ ପ୍ରତିନିଧି ଦଳ ୨୬ ଅକ୍ଟାବରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି ।

Read More ଆଜି ଜୟ ଢୋଲକିଆଙ୍କ ଶପଥ ଗ୍ରହଣ

Tags: