ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି ଜେ.ପି ନଡ୍ଡା

ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ । ଦିନ ସାଢେ ୧୧ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଦଳୀୟ କାର୍ଯ୍ୟାଳୟରେ ସାଂସଦ,ବିଧାୟକ ଓ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ପୁରୀ ଜିଲାର ସୁଆଣ୍ଡୋ ଗସ୍ତ କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମୋହନ ସାମଲ୍ ।

Samaya Live Picture
Published On

Tags: