କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ

ଭବାନୀପାଟଣା : ଡେପୁଟି କଲେକ୍ଟର ନିଲମ୍ବିତ । ଦୁର୍ନୀତି ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଆଜି କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ରାଜସ୍ୱ ବିଭାଗର ଅତିରିକ୍ତ ସଚିବଙ୍କ ସୁପାରିଶ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି । ସୂଚନାନୁସାରେ, ଚିତ୍ତରଞ୍ଜନ ପିଲ୍ଲା ୨୦୨୦-୨୨ରେ ଭୁବନେଶ୍ୱର ଅତିରିକ୍ତ ତହସିଲଦାର ଦାୟିତ୍ବରେ ଥିବା ବେଳେ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରି ଆଜି ରାଜସ୍ବ ବିଭାଗ ତାଙ୍କୁ ନିଲମ୍ବିତ କରିଛି। […]

କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ
Samaya Live Picture
Published On

ଭବାନୀପାଟଣା : ଡେପୁଟି କଲେକ୍ଟର ନିଲମ୍ବିତ । ଦୁର୍ନୀତି ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଆଜି କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ରାଜସ୍ୱ ବିଭାଗର ଅତିରିକ୍ତ ସଚିବଙ୍କ ସୁପାରିଶ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି ।

ସୂଚନାନୁସାରେ, ଚିତ୍ତରଞ୍ଜନ ପିଲ୍ଲା ୨୦୨୦-୨୨ରେ ଭୁବନେଶ୍ୱର ଅତିରିକ୍ତ ତହସିଲଦାର ଦାୟିତ୍ବରେ ଥିବା ବେଳେ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରି ଆଜି ରାଜସ୍ବ ବିଭାଗ ତାଙ୍କୁ ନିଲମ୍ବିତ କରିଛି। ଶ୍ରୀ ପିଲ୍ଲା କଳାହାଣ୍ଡି ଜିଲ୍ଲାରେ ସାଧାରଣ ପ୍ରଶାସନ ଓ ବିବିଧ ଶାଖା ବିଭାଗର ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଥିଲେ।

Tags: