ଆସନ୍ତାକାଲି ଠାରୁ ୩୫ତମ କୋଣାର୍କ ଉତ୍ସବ

ଭୁବନେଶ୍ୱର:ଆସନ୍ତାକାଲି ଠାରୁ ଆରମ୍ଭ ହେବ ୩୫ତମ କୋଣାର୍କ ଉତ୍ସବ। ୧ ଡିସେମ୍ବର ଠାରୁ ୫ ଡିସେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ମୁକ୍ତାକାଶ ରଙ୍ଗମଞ୍ଚ, କୋଣାର୍କ ଠାରେ ଅନୁଷ୍ଠିତ ହେବ। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ୫ ଦିନ ଧରି ଅନୁଷ୍ଠିତ ହେବାକୁଥିବା ଏହି ସାଂସ୍କୃତିକ ସନ୍ଧ୍ୟାରେ ଓଡ଼ିଶୀ, କଥକ, ମଣିପୁରୀ, ମୋହିନୀୟାଟ୍ଟମ, କୁଚିପୁଡ଼ୀ, ଭାରତନାଟ୍ୟମ ଆଦି ଶାସ୍ତ୍ରୀୟ ନୃତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ […]

Samaya Live Picture
Published On

ଭୁବନେଶ୍ୱର:ଆସନ୍ତାକାଲି ଠାରୁ ଆରମ୍ଭ ହେବ ୩୫ତମ କୋଣାର୍କ ଉତ୍ସବ। ୧ ଡିସେମ୍ବର ଠାରୁ ୫ ଡିସେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ମୁକ୍ତାକାଶ ରଙ୍ଗମଞ୍ଚ, କୋଣାର୍କ ଠାରେ ଅନୁଷ୍ଠିତ ହେବ।

ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ୫ ଦିନ ଧରି ଅନୁଷ୍ଠିତ ହେବାକୁଥିବା ଏହି ସାଂସ୍କୃତିକ ସନ୍ଧ୍ୟାରେ ଓଡ଼ିଶୀ, କଥକ, ମଣିପୁରୀ, ମୋହିନୀୟାଟ୍ଟମ, କୁଚିପୁଡ଼ୀ, ଭାରତନାଟ୍ୟମ ଆଦି ଶାସ୍ତ୍ରୀୟ ନୃତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥର କୋଣାର୍କଉତ୍ସବ ପୂର୍ବ ଅପେକ୍ଷା ଅଧିକ ନିଆରା ହେବାକୁ ଯାଉଛି। ପ୍ରତି ଥର ଭଳି ଏଥର କୋଣାର୍କ ଉତ୍ସବ ପାଇଁ ଭବ୍ୟ ଆୟୋଜନ କରାଯାଇଛି।

Tags: