କମ୍ବିଂ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ,୨ ଯବାନ ଆହତ

ବୌଦ୍ଧ : ସର୍ଚ୍ଚ ଅପରେସନ ବେଳେ ନଳୀକୁମ୍ପା ଜଙ୍ଗଲରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ବିସ୍ଫୋରଣରେ ୨ ଜଣ SOG ଯବାନ ଗୁରୁତର ଆହତ ହୋଇଥିବା ସୂଚନା ରହିଛି। ଗୁରୁତର ଆହତ ଯବାନଙ୍କୁ ଏୟାରଲିଫ୍ଟ କରିବା ପାଇଁ ବ୍ୟବସ୍ଥା କରାଯାଉଛି । ଆଜି ସକାଳେ ଯବାନ ମାନେ ନଳୀକୁମ୍ପା ବଲମ ତୁମା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଯବାନ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ I ନକ୍ସଲମାନେ ଯବାନଙ୍କ ଗାଡ଼ିକୁ ଉଡାଇ ଦେବାକୁ ଲ୍ୟାଣ୍ଡମାଇନ ଖଞ୍ଜି ରଖିଥିଲେ। ଯବାନ […]

Samaya Live Picture
Published On

ବୌଦ୍ଧ : ସର୍ଚ୍ଚ ଅପରେସନ ବେଳେ ନଳୀକୁମ୍ପା ଜଙ୍ଗଲରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ବିସ୍ଫୋରଣରେ ୨ ଜଣ SOG ଯବାନ ଗୁରୁତର ଆହତ ହୋଇଥିବା ସୂଚନା ରହିଛି। ଗୁରୁତର ଆହତ ଯବାନଙ୍କୁ ଏୟାରଲିଫ୍ଟ କରିବା ପାଇଁ ବ୍ୟବସ୍ଥା କରାଯାଉଛି ।

ଆଜି ସକାଳେ ଯବାନ ମାନେ ନଳୀକୁମ୍ପା ବଲମ ତୁମା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଯବାନ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ I ନକ୍ସଲମାନେ ଯବାନଙ୍କ ଗାଡ଼ିକୁ ଉଡାଇ ଦେବାକୁ ଲ୍ୟାଣ୍ଡମାଇନ ଖଞ୍ଜି ରଖିଥିଲେ। ଯବାନ ସେହି ରାସ୍ତାଦେଇ ଯିବା ବେଳେ ବିସ୍ଫୋରଣ ହୋଇଥିଲା।

Tags: