ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି

ଭୁବନେଶ୍ୱର : ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ ଚିଠି ଲେଖିଛି। ସବୁ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଦିଆଯାଇଛି। ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବା ପାଇଁ ପଦକ୍ଷେପ ନେବାକୁ ଉଲ୍ଲେଖ କରାଯାଇଛି। ଅଗଷ୍ଟ ୧୪ ସୁଦ୍ଧା ପ୍ରତି ଶ୍ରେଣୀକୁ ପ୍ରତିନିଧିତ୍ୱ କରୁଥିବା ଜଣେ ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତିନିଧିତ୍ୱ ପାଇଁ UG କିମ୍ବା PG ଶେଷ ବର୍ଷର ଛାତ୍ରୀ […]

ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି
Samaya Live Picture
Published On

ଭୁବନେଶ୍ୱର : ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ ଚିଠି ଲେଖିଛି। ସବୁ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଦିଆଯାଇଛି। ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବା ପାଇଁ ପଦକ୍ଷେପ ନେବାକୁ ଉଲ୍ଲେଖ କରାଯାଇଛି। ଅଗଷ୍ଟ ୧୪ ସୁଦ୍ଧା ପ୍ରତି ଶ୍ରେଣୀକୁ ପ୍ରତିନିଧିତ୍ୱ କରୁଥିବା ଜଣେ ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତିନିଧିତ୍ୱ ପାଇଁ UG କିମ୍ବା PG ଶେଷ ବର୍ଷର ଛାତ୍ରୀ ବାଛିବାକୁ କୁହାଯାଇଛି। ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବାକୁ ନିର୍ଦ୍ଦେଶ ସହ ୨୫ ଅଗଷ୍ଟ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ୍ ଖୋଲି ୬ ଦିନିଆ ଆତ୍ମରକ୍ଷା ତାଲିମ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି ।

Tags: