ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର

ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର : ସୃଷ୍ଟି ହେଲା ଲଘୁଚାପ । ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ପୂର୍ବ ବଙ୍ଗୋପସାଗର ଭାରତ ମହାସାଗର ସଂଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସମ୍ଭାବ୍ୟ ଲଘୁଚାପ ର ପ୍ରଭାବ ଓଡିଶା ଉପରେ କେତେ ରହିବ ତାହା ସ୍ପଷ୍ଟ ହୋଇନଥିବାବେଳେ ,ଲଘୁଚାପ ପ୍ରଭାବରେ ଆଗାମୀ ଦିନରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି ।

ସମ୍ବନ୍ଧିତ ଖବର ଦୋକାନ ଉପରକୁ ମାଡ଼ି ଗଲା ଯାତ୍ରୀଵାହୀ ବସ

 

ସମ୍ବନ୍ଧିତ ଖବର ଯଥେଷ୍ଟ ତେଲ ମହଜୁଦ୍ ଅଛି - ଯୋଗାଣମନ୍ତ୍ରୀ

Tags: