୨ ଗ୍ରାମବାସୀଙ୍କୁ ଗଳାକାଟି ହତ୍ୟା କଲେ ମାଓବାଦୀ

ମାକଲାନାଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କରିଛନ୍ତି । ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦ ବର୍ଷୀୟ ଯୋଗା କୱାସୀ ଓ ବଡେ ତର୍ରେମ ଗାଁର ୫୫ ବର୍ଷୀୟ ମଙ୍ଗଲୁ କୁରସମ। ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ଗଳା କାଟି ହତ୍ୟା କରିଛନ୍ତି ମାଓବାଦୀ।

Samaya Live Picture
Published On

Tags: