ବଡ଼ମାଳ ଗୋଳାବାରୁଦ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଜଣେ ଗୁରୁତର
ଟିଟିଲାଗଡ଼ : ସଇଁତଳା ବଡ଼ମାଳ ଗୋଳାବାରୁଦ କାରଖାନାରେ ନିଆଁ। କେମିକାଲ ମିଶ୍ରଣ ବେଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାରେ ଜଣେ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରି ରାଉରକେଲା ଆଇଜିଏଚ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କାରଖାନାର ୟୁନିଟର ୬ ନମ୍ବର ବିଲ୍ଡିଂରେ ଲାଗିଛି ନିଆଁ । ନିଆଁକୁ ଆୟତ କରିବାକୁ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି।

Tags: