ଫେବୃଆରୀ ୨୮ରେ ମାଇକ୍ରୋସଫ୍ଟ ସିଇଓ ବିଲ୍ ଗେଟ୍ସଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ୱର:ଓଡ଼ିଶା ଆସିବାକୁ ଯାଉଛନ୍ତି ମାଇକ୍ରୋସଫ୍ଟ ସିଇଓ ବିଲ୍ ଗେଟ୍ସ। ଫେବୃଆରୀ ୨୮ ତାରିଖରେ ଆସି ସେ ଭୁବନେଶ୍ୱରରେ ପହଞ୍ଚିବେ। ଏହି ଗସ୍ତ ସମୟରେ ସେ କୃଷି ଭବନ ପରିଦର୍ଶନରେ ଯିବେ । କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର । ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା । ଓଡ଼ିଶାରେ କୃଷିରେ ଉନ୍ନତି ପାଇଁ […]
ଭୁବନେଶ୍ୱର:ଓଡ଼ିଶା ଆସିବାକୁ ଯାଉଛନ୍ତି ମାଇକ୍ରୋସଫ୍ଟ ସିଇଓ ବିଲ୍ ଗେଟ୍ସ। ଫେବୃଆରୀ ୨୮ ତାରିଖରେ ଆସି ସେ ଭୁବନେଶ୍ୱରରେ ପହଞ୍ଚିବେ। ଏହି ଗସ୍ତ ସମୟରେ ସେ କୃଷି ଭବନ ପରିଦର୍ଶନରେ ଯିବେ । କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର । ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା । ଓଡ଼ିଶାରେ କୃଷିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ହୋଇଥିଲା।




