ସାଂସଦ ମାନସ ମଙ୍ଗରାଜ ହେଲେ ରାଜ୍ୟସଭା ବିଜେଡି ସଂସଦୀୟ ଦଳର ମୁଖ୍ୟ ସଚେତକ
ଭୁବନେଶ୍ୱର : ବିଡେଜି ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ I ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହୋଇଛନ୍ତି ସାଂସଦ ମାନସ ମଙ୍ଗରାଜ। ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।
Tags:




