ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ଗହଣରେ ଖିଆପିଆ କରିଥିଲେ। ତାଙ୍କର କୌଣସି ରୋଗନଥିଲା ବେଳେ ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି। ତେବେ ତାଙ୍କର ଅନ୍ତିମ ସଂତ୍କାର ଲୋଧି ରୋଡ୍ ଶ୍ମଶାନରେ କରାଯିବ ବୋଲି ଜଣାପଡିଛି।

ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ
Samaya Live Picture
Published On

ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା।

ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ଗହଣରେ ଖିଆପିଆ କରିଥିଲେ। ତାଙ୍କର କୌଣସି ରୋଗନଥିଲା ବେଳେ ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି।

ତେବେ ତାଙ୍କର ଅନ୍ତିମ ସଂତ୍କାର ଲୋଧି ରୋଡ୍ ଶ୍ମଶାନରେ କରାଯିବ ବୋଲି ଜଣାପଡିଛି।

Tags: