ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ନବୀନ

Naveen expresses grief over SCB Medical College fire incident

ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ନବୀନ

କଟକ : କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ସେ କହିଛନ୍ତି କଟକ ବଡ ମେଡିକାଲରେ ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ । ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା। ଏଥିସହ ଅଗ୍ନିକାଣ୍ଡରେ ଗୁରୁତର ଆହତ ହୋଇଥିବା ଲୋକଙ୍କର ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।

ସମ୍ବନ୍ଧିତ ଖବର କୁଆଖାଇ ରୁ ଯୁବକଙ୍କ ମୃତଦେହ ଉଦ୍ଧାର

Tags: