ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର : ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ। ଯେଉଁମାନେ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି,ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ ରାସନ କାର୍ଡ। E-KYC ପ୍ରକ୍ରିୟା ଚାଲିଛି। ଶେଷ ହେଲେ ଜଣାପଡିବେ ଯୋଗ୍ୟ ହିତାଧିକାରୀ । ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି ୧୦ ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ । ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ପରେ ନୂଆ ହିତାଧିକାରୀଙ୍କୁ ମିଳିବ ଏନେଇ ସୂଚନା ଦେଇଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

Samaya Live Picture
Published On

Tags: