ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ - ମନ୍ତ୍ରୀ

ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ - ମନ୍ତ୍ରୀ

ସମ୍ବଲପୁର : ସମ୍ବଲପୁର ପାଇଁ  ବଡ଼ ଘୋଷଣା। ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଜି ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ବସିଥିଲା। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଯୋଗ ଦେଇଥିଲେ। ତେବେ ସମୀକ୍ଷା ପରେ ସେ ଏହି ସୂଚନା ଦେଇଛନ୍ତି। ଏହି ଖବର ପାଇବା ପରେ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିଛନ୍ତି । 

ସମ୍ବନ୍ଧିତ ଖବର ଅପହରଣ ପରେ ୫ ବର୍ଷର ଶିଶୁକୁ ଗଳାକାଟି ହତ୍ୟା

 

ସମ୍ବନ୍ଧିତ ଖବର ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

Tags: